Masthead

ପାକିସ୍ତାନ ଦେଇ ଫେରିବ ମୋଦିଙ୍କ ବିମାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପାକିସ୍ତାନ ଦେଇ ଫେରିବ ମୋଦିଙ୍କ ବିମାନ । ଜି-୨୦ ଶିଖର ସମ୍ମିଳନୀ ଯୋଗ ଦେବା ପାଇଁ ମୋଦି ପାକିସ୍ତାନ ଆକାଶପଥ ଦେଇ ଇଟାଲି ଗସ୍ତ ଆଭିମୁଖେ ଗସ୍ତ କରିଥିଲେ । ତେବେ ପୁଣି ସେଇ ପାକିସ୍ତାନ ଆକାଶପଥ ଦେଇ ପ୍ରଧାନମନ୍ତ୍ରୀଙ୍କ ବିମାନ ଫେରିବ ବୋଲି ଜଣାପଡ଼ିଛି। ଏନେଇ ଇସଲାମାବଦଠାରୁ ଅନୁମତତି ମଲିଥିବା ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ବୋଇଁ 777, 300ER, K7066 ବାହାୱାଲପୁରରୁ ପାକିସ୍ତାନୀ ଆକାଶପଥ ଦେଇ ତୁର୍ବତ ଏବଂ ପଞ୍ଜଗୁର ତଥା ଭୟା ଇରାନ ଏବଂ ତୁର୍କୀ ଦେଇ ଇଟାଲୀରେ ପହଞ୍ଚିଛିଥିଲା। ଏନେଇ ଦି ଏକ୍ସପ୍ରେସ ଟ୍ରିବ୍ୟୁନ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ