Masthead

ଡିସଚାର୍ଜ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ହସ୍ପିଟାଲରୁ ଡିସଚାର୍ଜ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ । ଦିଲ୍ଲୀସ୍ଥିତି ଏମ୍ସରେ ଦୀର୍ଘଦିନ ଧରି ସେ ଚିକିତ୍ସିତ ହେଉଥିଲେ । ଏନେଇ ମନମୋହନଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଗତ ଅକ୍ଟୋବର ୧୩ ତାରିଖରୁ ଏମ୍ସରେ ଭର୍ତ୍ତି ହୋଇଥିଲେ ୮୯ ବର୍ଷୀୟ ମନମୋହନ । ଜ୍ବର ଏବଂ ଦୁର୍ବଳ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

୧୮ ଦିନ ହସ୍ପିଟାଲରେ ରହି ଚିକିତ୍ସିତ ହେବା ପରେ ରବିବାର ତାଙ୍କୁ ଡିସଚାର୍ଜ କରାଯାଇଛି । ଓଡିଆ ଡାକ୍ତର ନୀତିଶ ନାଏକଙ୍କ ତତ୍ତ୍ବାବଧାନରେ ତାଙ୍କର ଚିକିତ୍ସା ଚାଲିଥିଲା । ଡକ୍ଟର ନାଏକ କାର୍ଡିଓଲୋଜି ବିଭାଗରେ ବହୁ ବର୍ଷ ଧରି କାର୍ୟ୍ୟ କରିବାର ଦକ୍ଷତା ରଖିଛନ୍ତି । ସେ ବିଗତ ଦିନରେ ଅନେକ ଦିନ ଧରି ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ଚିକିତ୍ସକ ରହିସାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି