Masthead

ଆସିଲା ନଭେମ୍ବର ଗାଇଡଲାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜାରି ହେଲା ନଭେମ୍ବର ଗାଇଡଲାଇନ । ନଭେମ୍ବର ୧ରୁ ଡିସେମ୍ବର ୧ ପର୍ୟ୍ୟନ୍ତ ବଳବତ୍ତର ରହିବ ଗାଇଡ୍‌ଲାଇନ୍‌। ନୂଆ ଗାଇଡଲାଇନ ଅନୁସାରେ ସହରାଞ୍ଚଳରେ ରାତ୍ରକଳୀନ କର୍ଫ୍ୟୁ ପୂର୍ବପରି ଜାରି ରହିବ। ରାତି ୧୦ଟାରୁ ସକାଳ ୫ଟା ଯାଏଁ କର୍ଫ୍ୟୁ ବଳବତ୍ତର ରହିବ। ସମସ୍ତ ପ୍ରକାର ଦୋକାନ ସକାଳ ୫ରୁ ରାତି ୧୦ ଖୋଲା ରହିପାରିବ।

ନଭେମ୍ବର ଗାଇଡଲାଇନରେ ରାଜ୍ୟବ୍ୟାପୀ କେଉଁଠି ସପ୍ତାହାନ୍ତ ଶଟ୍‌ଡାଉନ୍‌ କଟକଣା ଜାରି କରାଯାଇନି। ଅନଲକ ପିରିୟଡରେ ସାରା ରାଜ୍ୟରେ ସମସ୍ତ ପ୍ରକାର ଦୋକାନ, ମଲ ଖୋଲା ରହିବ। ସେହିଭଳି ରାଜ୍ୟରେ ସମସ୍ତ ଧାର୍ମିକ ଉତ୍ସବ, ପର୍ବପର୍ବାଣୀ ଓ ଅନ୍ୟ ସାମାଜିକ କାର୍ୟ୍ୟକ୍ରମ ପାଳନ କରାଗଲେ ମଧ୍ୟ ସରକାର ପୂର୍ବରୁ ଜାରି କରିଥିବା ଅଗଷ୍ଟ ୯ ର ଗାଇଡଲାଇନ୍‌ର ଅନୁପାଳନ କରାଯିବ। ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନର ନିଜ ଅଞ୍ଚଳରେ ଏନେଇ ନିଷ୍ପତ୍ତି। ବାଣ ଫୁଟାଇବା ସମ୍ପର୍କିତ ଗାଇଡଲାଇନ ପୃଥକ ଭାବେ ଜାରି ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ