Masthead

ଲଗାତାର ଦ୍ଵିତୀୟ ଥର ନିରାଶ କଲା ଟିମ୍‌ ଇଣ୍ଡିଆ

ଦୁବାଇ(ବଡ଼ ଖବର):ଲଗାତାର ଦ୍ଵିତୀୟ ଥର ନିରାଶ କଲା ଟିମ ଇଣ୍ଡିଆ। ପ୍ରଥମେ ବ୍ୟାଟିଂ କରି ବିପର୍ଯ୍ୟସ୍ତ ହୋଇଥିବା ଭାରତ ପୁଣିଥରେ ପରାଜୟ ସ୍ଵୀକାର କରିଛି। ଟି-୨୦ ବିଶ୍ଵକପରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ କଲା ଭାରତ। । ୧୧୧ ରନର ଟାର୍ଗେଟକୁ ପିଛା କରି ସହଜ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ । ଭାରତକୁ ୮ ୱିକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ । ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୭ ୱିକେଟ୍ ହରାଇ ମାତ୍ର ୧୧୦ ରନ୍ କରିଥିଲା ଭାରତ ।

ନିର୍ଦ୍ଧାରିତ ୨୦ ଓଭରରେ ଭାରତୀୟ ଟିମ  ୭ ୱିକେଟ ହରାଇବା ସହ ୧୧୦ ରନ ସଂଗ୍ରହ କରିଥିଲା  । ସେପଟେ ଦ୍ୱିତୀୟ ଇଂନିସରେ ବ୍ୟାଟି ଗ୍ରାଉଣ୍ଡକୁ ଓହ୍ଲାଇଥିବା ନ୍ୟୁଜିଲ୍ୟାଣ୍ଡ ଟିମ ଆରମ୍ଭରୁ ଦମଦାର ପ୍ରଦର୍ଶନ କରିଥିଲା  । ଦଳ ୧୪ ଓଭର ମଧ୍ୟରେ ୧୧୧ ରନ କରି ବିଜୟୀ ହୋଇଛି  ।  ଏହି ମ୍ୟାଚରେ ପରାଜୟ ପରେ ଭାରତର ସେମିଫାଇନାଲ୍ ଆଶା ମଉଳିବାରେ ଲାଗିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର