Masthead

ଆଜିଠୁ ଆରମ୍ଭ ୟୁଜି ପ୍ରଥମ ବର୍ଷ ପାଠପଢା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢା । ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ନାମ ଲେଖାଇଥିବା ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନେ ଶ୍ରେଣୀଗୃହରେ ଯାଇ ପାଠ ପଢିପାରିବେ । କୋଭିଡ୍ କଟକଣା ସହ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପାଠ ପଢାଯିବ । ସମସ୍ତ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ବାରମ୍ବାର ହାତ ଧୋଇବା ସହ ହାତ ସାନିଟାଇଜ୍ କରିବାକୁ କୁହାଯାଇଛି ।

କ୍ଲାସ ରୁମ୍ ଓ ଲାଇବ୍ରେରୀରେ ସାମାଜିକ ଦୂରତା ରକ୍ଷା କରାଯିବ । ଏହା ସହ ଛାତ୍ରାବାସ ମଧ୍ୟ ପ୍ରଥମ ବର୍ଷ ପିଲାଙ୍କ ପାଇଁ ଖୋଲିବ । ସେହିପରି ଆଜିଠାରୁ ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆରମ୍ଭ ହେବ । ମେଧା ତାଲିକାରେ ଥିବା ଛାତ୍ରଛାତ୍ରୀମାନେ ତିନି ତାରିଖ ମଧ୍ୟରେ ନାମ ଲେଖାଇପାରିବେ । ଏହି ପର୍ଯ୍ୟାୟରେ ନାମ ଲେଖାଇବାକୁ ୩୧ ହଜାର ୯୭୪ଜଣ ଯୋଗ୍ୟତା ଅର୍ଜନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା