Masthead

ମନ୍ତ୍ରୀଙ୍କ ଗିରଫ ଦାବିରେ ପଦ୍ମପୁର ବନ୍ଦ

ପଦ୍ମପୁର (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ପଦ୍ମପୁର ବନ୍ଦ ଡାକରା । ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାର ସିବିଆଇ ତଦନ୍ତ ସହ ହତ୍ୟାରେ ସମ୍ପୄକ୍ତ ଥିବା ଗୄହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଓ ଗିରଫ ଦାବିରେ ସାରା ରାଜ୍ୟରେ ଉଷ୍ମତା ରହିଛି । ଏହି ସବୁ ଦାବି ନେଇ ବିଜେପି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଆଜି ବିଜେପି ପକ୍ଷରୁ ବରଗଡ଼ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ଅଖ, ଚକ ସବୁ ବନ୍ଦ ଘୋଷଣା କରିଛି ପଦ୍ମପୁର ବିଜେପି ।

ଶିକ୍ଷୟିତ୍ରୀ ମମିତା ମେହେର ଓ ଗୋବିନ୍ଦ କୁମ୍ଭାର ହତ୍ୟାକାଣ୍ଡର ସି. ବି.ଆ ଇ ତଦନ୍ତ ଦବିରେ ଆଜି ବନ୍ଦ ଡାକରା ଦିଆଯାଇଛି । ମୁଖ୍ୟତଃ ମମିତା ମେହେର ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗିରଫ ସହ ବହିଷ୍କାର ଦାବି ନେଇ ବିଜେପି ବନ୍ଦ ଡାକରା ଦେଇଛି । ତେବେ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀଙ୍କ ସମ୍ପୃକ୍ତି ନେଇ ବିଜେପି ବାରମ୍ବାର ଅଭିଯୋଗ ଆଣିଛି । ସକାଳ ୬ରୁ ଦିନ ୨ଟା ପର୍ଯ୍ୟନ୍ତ ପଦ୍ମପୁର ବନ୍ଦ ପାଳନ କରୁଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା