Masthead

ଦୀପାବଳିରେ ଫୁଟିବ ସବୁଜ ବାଣ

କଟକ(ବଡ଼ ଖବର ବ୍ୟୁରୋ): ଦୀପାବଳିରେ ଫୁଟିବ ସବୁଜ ବାଣ । କେବଳ ଗ୍ରୀନ କ୍ରାକର ଫୁଟାଇବାକୁ ଅନୁମତି ଅନୁମତି ଦେଲେ ହାଇକୋର୍ଟ । ହାଇକୋର୍ଟଙ୍କ ମାର୍ଗଦର୍ଶିକା ଅନୁଯାୟୀ ବାଣ ଫୁଟାଇ ପାରିବେ । ଅଲ୍ ଓଡ଼ିଶା ଫାୟାର ୱାର୍କ୍ସ ଡିଲର୍ସ ଆସୋସିଏସନ୍ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ଶୁଣାଣି କରି ଏଭଳି ରାୟ ଦେଇଛନ୍ତି ହାଇକୋର୍ଟ। ଦୀପାବଳି ଦିନ କେବଳ ୨ ଘଣ୍ଟା ବାଣ ପୁଟାଇବାକୁ ଅନୁମତି ଦେଇଛନ୍ତି। ରାତି ୮ରୁ ୧୦ ମଧ୍ୟରେ ଫୁଟାଇବାକୁ ଅନୁମତି ନେଇଛନ୍ତି ହାଇକୋର୍ଟ।

କେବଳ ପିଇଏସଓ ଅନୁମତି ପ୍ରାପ୍ତ ବାଣ ଫୁଟାଇବାକୁ ଅନୁମତି ପ୍ରଦାନ କରାଯାଇଛି । କୋଭିଡ ସମୟରେ କଟକଣାକୁ ଅନୁପାଳନ କରିବା ଏବଂ ବାୟୁ ମଣ୍ଡଳ ପ୍ରଦୂଷିତ ହେଉଥିବାରୁ ଏହା ଉପରେ ପ୍ରତିବନ୍ଧକ ଜାରି କରିଥିଲେ ରାଜ୍ୟ ସରକାର । ଏନେଇ ହାଇକୋର୍ଟରେ ଏକ ଅଭିଯୋଗ ଦାଖଲ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର