Masthead

ବଢିଲା ସିଲିଣ୍ଡର ଦର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଢିଲା ସିଲିଣ୍ଡର ଦର । ଗ୍ୟାସସିଲିଣ୍ଡର ଦାମ ୨୬୮ ଟଙ୍କା ବଢିଛି । ସମ୍ପ୍ରତି ସାଧାରଣ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିରେ ହତସନ୍ତ ହେଉଥିବାବେଳେ ବୋଝ ଉପରେ ନଳିତା ବଡ଼ା ଲଦି ଦେଇଛନ୍ତି । ନଭେମ୍ବର ୧ରୁ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟକୁ ପୁଣି ବୃଦ୍ଧି କରାଯାଇଛି । ଭାରତୀୟ ତୈଳ ନିଗମ ୧୯ କିଲୋଗ୍ରାମ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ସିଲିଣ୍ଡର ପିଛା ୨୬୮ ଟଙ୍କା ବୃଦ୍ଧି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା