Masthead

ସଂକ୍ରମଣ କମୁଛି, ମୃତ୍ୟୁ ବଢ଼ୁଛି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ସଂକ୍ରମଣ ଦିନକୁ ଦିନ କମୁଛି । କିନ୍ତୁ ମୃତ୍ୟୁ ସଂଖ୍ୟା କମିବା ପରିବର୍ତ୍ତେ ବଢ଼ୁଛି । ଦୈନିକ ୪ଲକ୍ଷ ଟ୍ରେଣ୍ଡ ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାରକୁ ଖସିଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମୁନି । ଗତ ୨୪ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୪୩ ରହିଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ମୁତାବକ ୨୪ଘଣ୍ଟାରେ ୧୦ହଜାର ୪୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୨ ଲକ୍ଷ ୯୬ ହଜାର ୨୩୭ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୮ ହଜାର ୮୮୦ରେ ପହଞ୍ଚିଛି । ଏବେ ଦେଶରେ ୧୫୩୭୭୬ ସକ୍ରିୟ ମାମଲା ରହିଛି । ସେହିପରି ୩୩୬୮୩୫୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ