Masthead

ନ୍ୟାୟ ପାଇଁ ଦୀପ ଜାଳିବ ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣା । ଆସନ୍ତା ଦୀପାବଳୀରେ ମମିତା ପାଇଁ ଗୋଟିଏ ଦୀପ ଜାଳିବାକୁ ରାଜ୍ୟବାସୀଙ୍କୁ ନିବେଦନ କଲା ବିଜେପି । ନ୍ୟାୟ ପାଇଁ ଦୀପ ଜାଳିବ ବିଜେପି । ରାଜ୍ୟବାସୀଙ୍କୁ ନିବେଦନ କଲା ଦଳ । ମମିତାକୁ ନ୍ୟାୟ ପାଇଁ ଗୋଟିଏ ଦୀପ ଜାଳ । ମମିତାକୁ ନ୍ୟାୟ, ଦୋଷୀଙ୍କୁ ଦଣ୍ଡ ଦାବି । ସେପଟେ ପ୍ରଶ୍ନ କରିଛନ୍ତି ବିଜେପି ରାଜ୍ୟ ସଭାପତି । କେବେ ଇସ୍ତଫା ଦେବେ ମନ୍ତ୍ରୀ ଦିବ୍ୟଶଙ୍କର? ମୁଖ୍ୟମନ୍ତ୍ରୀ ମୁହଁ ଖୋଲିବେ କେବେ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା