Masthead

ଭାଜପା ରଣନୀତି: ପୋପ ମୋଦି ଭେଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ଏବଂ ପୋପଙ୍କ ଭେଟକୁ ନେଇ ଉଠିଛି ଅନେକ ପ୍ରଶ୍ନ । ମାତ୍ର ଏଥିରେ ବିଜେପିର ଖାସ ରଣନୀତି ଥିବା ମନେକରାଯାଉଛି । ଯାହାର ଲାଭ ମଣିପୁର ଏବଂ ଗୋଆ ବିଧାନସଭା ନିର୍ବାଚନରେ ମିଳିବାକୁ ଯାଉଛି । କେରଳ ନିର୍ବାଚନ ଶକ୍ତିରେ ପରିଣତ ହେବାକୁ ଚେଷ୍ଟା କରୁଥିବା ବେଳେ ପୋପ ମଣିପୁର ଏବଂ ଗୋଆର କ୍ଷମତା ବଜାୟ ରଖିବା ପାଇଁ ବିଜେପି ଖ୍ରୀଷ୍ଟିଆନ ସମ୍ପ୍ରଦାୟକୁ ଏକ ଆଶାକର୍ମୀ ଭାବେ ଦେଖୁଛି ।

ରୋମାନର ମୁଖ୍ୟ ପୋପଙ୍କ ସହ ମୋଦିଙ୍କ ସାକ୍ଷାତକୁ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ବିଜେପି ସୂତ୍ରରୁ ଜଣାପଡିଛି । ଗୋଆ , ୟୁପି , ଉତ୍ତରାଖଣ୍ଡ ଏବଂ ପଞାବ ଏହି ୫ଟି ରାଜ୍ୟରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ୨୨ ବର୍ଷ ପରେ ପୋପଙ୍କର କୌଣସି ରାଷ୍ଟ୍ରାଧ୍ୟକ୍ଷଙ୍କ ସହ ସାକ୍ଷାତ ହୋଇନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା