Masthead

କାବୁଲରେ ପୁଣି ବୋମା ବିସ୍ଫୋରଣ

(ବଡ଼ ଖବର ବ୍ୟୁରୋ): କିଛି ଦିନର ବ୍ୟବଧାନ ପରେ ପୁଣି ଅଶାନ୍ତ କାବୁଲ । ଲଗାତର ଦୁଇଟି ବୋମା ବିସ୍ଫୋରଣ ଓ ଗୁଳିକାଣ୍ଡ ଯୋଗୁଁ ୧୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ ଜଣ ଆହତ ହୋଇଛନ୍ତି । ଆଫଗାନିସ୍ତାନର ସବୁଠାରୁ ବଡ଼ ମିଲିଟାରୀ ହସ୍ପିଟାଲ ନିକଟରେ ଏହି ଘଟଣା ଘଟିଛି । ମହମ୍ମଦ ଦାଉଦ ଖାନ୍ ହସ୍ପିଟାଲର ପ୍ରବେଶ ପଥରେ ଏହି ବସ୍ଫୋରଣ ଘଟିଥିବା ମନ୍ତ୍ରୀଙ୍କ ମୁଖପାତ୍ର କ୍ୱାରି ସୟଦ ଖୋଷ୍ଟାଙ୍କ ପକ୍ଷରୁ କୁହାଯାଇଛି । ତେବେ ଅଘଟଣ ପରେ ଅଧିକ ସଂଖ୍ୟ ସୁରକ୍ଷାକର୍ମୀ ନିୟୋଜିତ କରାଯାଇଥିବା କୁହାଯାଇଛି ।

ଏହି ବିସ୍ଫୋରଣରେ କଣ କ୍ଷୟକ୍ଷତି ହୋଇଛି ଏ ନେଇ ଆକଳନ ଚାଲିଛି । ବିସ୍ଫୋରଣ ପଛର କାରଣ କଣ ସେ ନେଇ ତାଲିବାନ୍ ସରକାର ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । ତେବେ ଏହା ପଛରେ ISIS-Kର ହାତ ଥିବା ଅନୁମାନ କରାଯାଉଛି । ଗତ କିଛି ଦିନ ଧରି କାବୁଲର ବିଭିନ୍ନ ପ୍ରାନ୍ତରେ ବିସ୍ଫୋରଣ ହେଉଥିବା ଖବର ଆସୁଛି । ଯାହାକୁ ନେଇ ଭୟରେ ଅଛନ୍ତି କାବୁଲବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ