Masthead

ଟିକାକରଣକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ କମିବାରେ ଲାଗିଛି । ସେହି ଅନୁସାରେ ଟିକାକରଣ ମଧ୍ୟ ବଢିବାରେ ଲାଗିଛି । ଆଜି ଦେଶର ଟିକାକରଣ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା ବୈଠକ କରିବେ । ମଧ୍ୟାହ୍ନରେ ବସିବ ଏହି ବୈଠକ । ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ୪୦ ଟି ଜିଲ୍ଲାର ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ ଆଲୋଚନା କରିବେ ।

ଯେଉଁଠାରେ କରୋନା ଟିକାକରଣର ଗତି ମନ୍ଥର ହୋଇଛି, ସେନେଇ ସମୀକ୍ଷା କରିବେ । ବୁଧବାର ଦିନ ଝାଡଖଣ୍ଡ, ମଣିପୁର, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, ମହାରାଷ୍ଟ୍ର, ମେଘାଳୟ ଏବଂ ଅନ୍ୟାନ୍ୟ ରାଜ୍ୟରେ ଟିକାକରଣ କମ୍ ଥିବା ଜିଲ୍ଲା ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ ପ୍ରଧାନମନ୍ତ୍ରୀ ଯୋଗାଯୋଗ କରିବେ । ଏହି ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀ ମଧ୍ୟ ବୈଠକରେ ଉପସ୍ଥିତ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ