ପୋଲିସ ଗାଡ଼ିରେ ଚୋରା କାଠ

ଗଜପତି (ବଡ଼ ଖବର ବ୍ୟୁରୋ): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ଫରେଷ୍ଟ ଗେଟ୍ ଛକ ନିକଟରୁ ଏକ ପୋଲିସ ଗାଡ଼ି ରୁ ବିପୁଳ ପରିମାଣ ର କାଠ ଗଣ୍ଡି ଜବତ । ଗାଡ଼ିଟି ପୋଲିସ ବିଭାଗର ତୃତୀୟ ବାଟାଲିୟନ ଓ ଏସଏପି ଏବଂ ଗାଡ଼ିରେ ଯାଉଥିବା ୪ଜଣ ମଧ୍ୟ ପୋଲିସ କର୍ମଚାରୀଙ୍କୁ ଅଟକ ରଖାଯାଇଛି ।  ଗଜପତି ଜିଲ୍ଲା ଜଙ୍ଗଲ ବିଭାଗ ଖବରପାଇ ଗାଡ଼ିକୁ ଅଟକାଇ ଏହି ସବୁ କାଠ ଜବତ କରିଛି ।

ଗାଡ଼ିଟି ଭୁବନେଶ୍ୱର ଅଭିମୁଖେ ଯାଉଥିବା ଅଟକ ଥିବା ପୋଲିସ କର୍ମଚାରୀମାନେ କହିଛନ୍ତି । ତେବେ ପୋଲିସ ବିଭାଗର ଗାଡ଼ିରେ ଏତେ ପରିମାଣ କାଠ ଚାଲାଣ ନିଶ୍ଚିତ ଭାବେ ଏହା ପଛରେ ପୋଲିସ ବିଭାଗର ବଡ ଅଧିକାରୀଙ୍କ ହାତ ଥିବା ସନ୍ଦେହ ସୃଷ୍ଟି କରୁଛି। ବନ ବିଭାଗ ତଦନ୍ତ ଆରମ୍ଭ କରିଥିବା ବେଳେ ଏହା ପରେ ସବୁ କିଛି ସ୍ପଷ୍ଟ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ