Masthead

ନଭେମ୍ବରରେ ନିଯୁକ୍ତ ହେବେ ୧୬ ହଜାର ଶିକ୍ଷକ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଉ  ଶିକ୍ଷକ ସମସ୍ୟା ରହିବ ନାହିଁ। ନଭେମ୍ବର ମାସରେ ୧୬ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର । ଡିସେମ୍ବର ମାସ ପୂର୍ବରୁ ସମସ୍ଥ ପ୍ରକ୍ରିୟା ଶେଷ କରିବାକୁ ନିଦ୍ଦେଶ ଦିିଆଯାଇଛି। ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।

ସେପଟେ ଦୀପାବଳି ପରେ ପ୍ରଥମ ପର୍ଯ୍ୟାୟରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ। ପ୍ରଥମରୁ ପଞ୍ଚମ ଶ୍ରେଣୀ ନୂତନ ବର୍ଷ ପରେ ଖୋଲିବା ନେଇ ଏଯାଏ କିଛି ନିଷ୍ପତ୍ତି ହୋଇନି । ପ୍ରଥମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ କରୋନା ଗାଇଡଲାଇନ କରିବାକୁ କହିବାର କିଛି ମାନେ ନାହିଁ, କାରଣ ସେମାନେ ସେସବୁ ବୁଝିବେ ନାହିଁ । ଫଳରେ ତାଙ୍କ ଶ୍ରେଣୀ ଖୋଲିବା ନେଇ ବିଚାର ବିମର୍ଶ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼