Masthead

୧୨ରେ କଳାହାଣ୍ଡି ବନ୍ଦ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାର ନିରପେକ୍ଷ ତଦନ୍ତ ପାଇଁ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଇସ୍ତଫା ଦାବି ଓ ଘଟଣା ନିରପେକ୍ଷ ତଦନ୍ତ ସିବିଆଇ କୁ ହସ୍ତାନ୍ତର ଦାବି ରେ କଂଗ୍ରେସ ପକ୍ଷରୁ ନର୍ଲା , ମଦନପୁର ରାମପୁର, କର୍ଲାମୁଣ୍ଡା ଠାରେ କଂଗ୍ରେସ ର ପଥପ୍ରାନ୍ତ ସଭା। ସଭାରେ ଏଆଇସିସି ସାଧାରଣ ସମ୍ପାଦକ ତଥା ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ମୁଖ୍ୟମନ୍ତ୍ରୀ ଙ୍କ ଆସନ୍ତା ୮ ତାରିଖ କଳାହାଣ୍ଡି ଗସ୍ତ ପୁର୍ବରୁ ବହିଷ୍କାର ଦାବି ନଚେତ ତାଙ୍କ ଗସ୍ତ ସମୟରେ ପବ୍ଲିକ କଫ୍ୟୂ ପାଇଁ ଆହ୍ବାନ। ଆସନ୍ତା ୧୨ ତାରିଖ କଳାହାଣ୍ଡି ବନ୍ଦ କରାଯିବ। ମମିତା ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ କଂଗ୍ରେସ ଆନ୍ଦୋଳନ ଜାରି ରହିବ ବୋଲି ପ୍ରକାଶ କରିଛନ୍ତି। ଏଥିପାଇଁ ଜିଲ୍ଲା ବ୍ୟାପୀ ଭକ୍ତ ଦାସ ସଭା କରୁଛନ୍ତି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି