Masthead

ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା

ପୁରୀ(ବଡ଼ ଖବର ବ୍ୟୁରୋ): ଦୀପାବଳୀ ପାଇଁ ଶ୍ରୀମନ୍ଦିର ଚାରିପଟେ ଲାଗୁ ହେଲା ୧୪୪ ଧାରା। ଭିଡ଼କୁ ଦେଖି ପ୍ରଶାସନ ଏଭଳି  ନିଷ୍ପତ୍ତି ନେଇଛି । ଆସନ୍ତାକାଲି ଆଲୋକର ପର୍ବ ପବିତ୍ର ଦୀପାବଳୀ । ସେଥି ପାଇଁ ଅଜି ଠାରୁ ଲୋକଙ୍କ ଗହଳି ଗାଲିଲାଣି। ଶ୍ରୀକ୍ଷେତ୍ରରେ ଗୟା ଶ୍ରାଦ୍ଧ ଦେବା ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ହେଉଥିବାରୁ ଏହି କଟକଣା ଲାଗୁ କରାଯାଇଛି ।

ଭୋର ୪ଟାରୁ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଚାରିପଟେ ଏହି କଟକଣା ବଳବତ୍ତର ରହିବ।  ଶ୍ରୀମନ୍ଦିର ଚତୁପାର୍ଶ୍ବରେ କାଉଁରିଆ କାଠି ଜାଳିବା  ଓ ପିଣ୍ଡ ଦେବାକୁ ସମ୍ପୂଣ୍ଣ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ