Masthead

ଜବତ ହେଲା ବେଆଇନ ବାଣ

କଟକ (ବଡ଼ ଖବର ବ୍ୟୁରୋ): କଟକରୁ ପୁଣି ଜବତ ହେଲା ଲକ୍ଷାଧିକ ଟଙ୍କା ବେଆଇନ ବାଣ । କଟକ ରୁ ପୁଣି ଜବତ ହେଲା ବେଆଇନ ବାଣ । ସ୍ଥାନୀୟ ଗୋପାଳ ସାହିରେ ଚଢ଼ାଉ କରି ବିଡ଼ାନାସୀ ପୋଲିସ ବିପୁଳ ବାଣ ଜବତ କରିଛି। ଜବତ ବାଣର ଅନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଅଧିକ ହେବ। ବାଣ ରଖିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଅଟକ ରଖିଛି।

ଦୀପାବଳିରେ କେବଳ ସବୁଜ ବାଣ ବିକ୍ରି ପାଇଁ ହାଇକୋର୍ଟ ତଥା ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ପ୍ରଦୂଷଣ ସୃଷ୍ଟି କରୁଥିବା ପାରମ୍ପରିକ ବାଣ ଯେପରି ବିକ୍ରି ନହୁଏ ସେଥି ପ୍ରତି ଦୃଷ୍ଟି ଦେବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜଗତପୁର ପୋଲିସ ଗତକାଲି ବେଆଇନ ବାଣ ଜବତ କରିଥିବା ବେଳେ ଆଜି ବିଡ଼ାନାସି ପୋଲିସ ମଧ୍ୟ ବାଣ ଜବତ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ