Masthead

ବିଜେଡି ଛାଡ଼ିଲେ ସଞ୍ଜୀବ ସାହୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର । ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ସଞ୍ଜୀବ ସାହୁ ଦେଲେ ଇସ୍ତଫା । ସେପଟେ ୪ଥର ବିଧାୟକ ହୋଇ ସାରିଛନ୍ତି ସଞ୍ଜୀବ । ୨ ଥର ବୀରମହାରାଜପୁର ଏବଂ ୨ ଥର ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରୁ ବିଧାୟକ ହୋଇ ଦୁଇ ଥର ମନ୍ତ୍ରୀ ମଧ୍ୟ ହୋଇଥିଲେ ।

୨୦୦୩ ମସିହାରେ ଉପ-ନିର୍ବାଚନରେ ବୀରମହାରାଜପୁର ଏବଂ ୨୦୦୪ରେ ବୀରମହାରାଜପୁର ବିଧାୟକ ହୋଇଥିଲେ । ୨୦୦୬ ମସିହାରେ ବିଜ୍ଞାନ କାରିଗରୀ, ଗଣଶିକ୍ଷା ମନ୍ତ୍ରୀ ସ୍ୱାଧୀନ ଭାବେ ଏବଂ ୨୦୦୯ ରେ ଆଠ ମଲ୍ଳିକ ନିର୍ବାଚନ ମଣ୍ଡଳୀରୁ ଜିତି ବିଧାୟକ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ