Masthead

କୋଭାକ୍ସିନକୁ WHOର ଅନୁମତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କୋଭାକ୍ସିନକୁ ମିଳିଲା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ସ୍ୱୀକୃତି । ଏନେଇ ଆଜି WHO ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ସେହିପରି କୋଭାକ୍ସିନଟିକା ନେଇଥିବା ଲୋକଙ୍କ ପ୍ରବେଶ ଉପରେ କିଛି ରାଷ୍ଟ୍ର ଲଗାଉଥିବା କଟକଣା ଜନିତ ସମସ୍ୟା ମଧ୍ୟ ଆଜିର ସ୍ୱୀକୃତିରେ ସମ୍ଭବତଃ ଶେଷ ହୋଇଛି। କୋଭାକ୍ସିନ ନେଇଥିବା ଭାରତୀୟମାନେ ଏବେ ଅଚିନ୍ତାରେ ବିଭିନ୍ନ ରାଷ୍ଟ୍ରକୁ ପ୍ରବେଶ କରିପାରିବେ ବୋଲି ଆଶା କରାଯାଉଛି।

ହୁ’ କୋଭାକ୍ସିନକୁ ମାନ୍ୟତା ଦେବା ପୂର୍ବରୁ ଭାରତ ବାୟୋଟେକ ଟିକାର ସୁରକ୍ଷା ସମ୍ପର୍କରେ ବିସ୍ତୃତ ତଥ୍ୟ ମାଗିଥିଲା। ହୁ’ ଏହା ଉପରେ ସମୀକ୍ଷା କରିବା ପରେ ଶେଷରେ କୋଭାକ୍ସିନକୁ ଅନୁମତି ଦେଇଛି।ପୂର୍ବରୁ ଅକ୍ଟୋବର ୨୬ରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଏ ସମ୍ପର୍କରେ ଭାରତ ବାୟୋଟେକକୁ ଅତିରିକ୍ତ ତଥ୍ୟ ମଧ୍ୟ ମଗାଯାଇଥିଲା। ଏହାପରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ବୈଷୟିକ ପରାମର୍ଶଦାତା କମିଟି ବୈଠକ ଆରମ୍ଭ କରିଥିଲା। ଏହି ବୈଠକରେ କୋଭାକ୍ସିନକୁ ଅନୁମିଳି ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ