Masthead

ବାଲୁକା କଳାରେ ଦୀପାବଳିର ବାର୍ତ୍ତା

ପୁରୀ (ବଡ଼ ଖବର ବ୍ୟୁରୋ): ଆଲୋକର ପର୍ବ ଦୀପାବଳି, ସେଥିପାଇଁ ଗାଁ ଠାରୁ ସହର ସମସ୍ତେ ଚଳଚଞ୍ଚଳ । ଲୋକେ ମାଟି ଦୀପ , ରଙ୍ଗୀନ ଆଲୋକରେ ଘର ସଜାଇ ଦୀପାବଳି ପାଳିବାକୁ ସଜବାଜ କରିଛନ୍ତି । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଦୀପାବଳି ଉପଲକ୍ଷେ ପୁରୀ ବେଳାଭୂମି ରେ ବାଲୁକା କଳା ନିର୍ମାଣ କରିବା ସହିତ ସମସ୍ତଙ୍କୁ ଦୀପାବଳିର ହାର୍ଦ୍ଧିକ ଅଭିନନ୍ଦନ ଜଣାଇଛନ୍ତି । ମାନସ ସାହୁ ପୁରୀ ଲାଇଟ ହାଉସ ନିକଟସ୍ଥ ବେଳାଭୂମିରେ ମାଆ କାଳୀଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି ।

ଏବଂ ସମସ୍ତଙ୍କୁ ଦୀପାବଳିର ହାର୍ଦ୍ଧିକ ଅଭିନନ୍ଦନ ଜଣାଇବା ସହିତ ପଲ୍ୟୁସନ ଫ୍ରୀ ଦୀପାବଳି ପାଳନ କରିବା ପାଇଁ ସଚେତନତାର ବାର୍ତ୍ତା ଦେଇଛନ୍ତି । ଏ ବର୍ଷ ଦୀପ ଜାଳି ଏବଂ କୋଭିଡ ନିୟମାବଳୀ ମାନି ଦୀପାବଳି ପାଳନ କରନ୍ତୁ । ଏହି ବାଲୁକା ମୂର୍ତ୍ତି ଟି ୧୫ଫୁଟ ଓସାର ବିଶିଷ୍ଟ ଏହାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୭ଘଣ୍ଟା ସମୟ ଲାଗିଥିଲା । ଏଥିରେ ସେ ‘ହାପି ଆଣ୍ଡ ସେଫ ଦିୱାଲି’ର ବାର୍ତ୍ତା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା