Masthead

ଦୀପରେ ଦୀପାବଳି ପାଇଁ ପ୍ରେରଣାର ଆହ୍ୱାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଦୀପାବଳି । କରୋନା ମହାମାରୀ ଦୃଷ୍ଟିରୁ ଆଲୋକର ପର୍ବ ଏହି ଦୀପାବଳି ବିଭିନ୍ନ ସ୍ଥାନରେ କଟକଣା ମଧ୍ୟରେ ପାଳନ କରାଯାଉଛି । ଦୀପାବଳିକୁ କେବଳ ଦୀପ ଜାଳି ପାଳନ କରିବାକୁ ପ୍ରେରଣା ଗ୍ରୀନ ଆର୍ମୀ ପକ୍ଷରୁ ଆହ୍ୱାନ ଦିଆଯାଇଛି । ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ଟ୍ରି ଡୋନେସନ କ୍ୟାମ୍ପ ସହ ସଭାର ଆୟୋଜନ କରାଯାଇଛି । ଏଥିରେ ସମ୍ବାଦ ସଂପାଦକ ତଥା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ସହ ବହୁ ମାନ୍ୟଗଣ୍ୟ ଅତିଥି ଯୋଗ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର