Masthead

ପୁଣି କମିଲା ତୈଳ ଦର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ ଦୀପାବଳିରେ ଭେଟି । ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କରିଛନ୍ତି ରାଜ୍ୟ ସରକାର। ଭାଟ୍ ହ୍ରାସ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହି ୫ ତାରିଖ ମଧ୍ୟରାତ୍ରରୁ ଲାଗୁ ହେବ। ସେପଟେ ଭୁବନେଶ୍ୱରରେ ୧୧୬ ଟଙ୍କା ପେଟ୍ରୋଲ ଦାମ ଥିବା ବେଳେ ଡିଜେଲର ଦାମ ୧୦୬ଟଙ୍କା ରହିଥିଲା ।

ଯାହାକୁ ଏବେ କମ କରିଛନ୍ତି କେନ୍ଦ୍ର ସରକାର । ପେଟ୍ରୋଲ ୫ଟଙ୍କା ଓ ଡିଜେଲରେ ୧୦ଟଙ୍କା କମ କରାଯାଇଛି । ଆଜି ମଧ୍ୟ ରାତ୍ରରୁ ଏହି ନୂଆ ଦର ଲାଗୁ କରାଯାଇଛି । ପେଟ୍ରୋଲ ଓ ଡିଜେଲ ର ଏକ୍ସାଇଜ ଦାମରେ କମ କରିଛନ୍ତି କେନ୍ଦ୍ର ସରକାର । ଏହାଛଡ଼ା ସବୁ ରାଜ୍ୟ ମାନଙ୍କୁ ମଧ୍ୟ ଭାଟ କମ କରିବାକୁ ଅନୁରୋଧ କରିଥିଲେ କେନ୍ଦ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ