Masthead

ପୂର୍ବ ଶତ୍ରୁତାରୁ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ସୁକୁଣ୍ଡା ପାଣି ଫ୍ୟାକ୍ଟ୍ରି ନିକଟରେ ହତ୍ୟାକାଣ୍ଡ। କୁକୁଡ଼ାଖଣ୍ଡି ବ୍ଲକ୍ ଅନନ୍ତେଇ ପଞ୍ଚାୟତର ପୂର୍ବତନ ସରପଂଚ ପ୍ରଦୀପ ବିଷୋୟୀଙ୍କୁ ହତ୍ୟା କରାଯାଇଛି । କେଉଁ କାରଣରୁ ଏହି ହତ୍ୟା ହୋଇଛି ଜଣା ପଡିନାହିଁ । ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା ହୋଇଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି । କିଛି ମାସ ହେବ ପ୍ରଦୀପ ଜେଲରେ ଥିଲା। କିଛି ଦିନ ହେବ କୋର୍ଟରେ ସାକ୍ଷୀ ଦେବା ପାଇଁ ପାରଲ ଆସିଥିଲା । ଆଜି କୋର୍ଟରେ ହାଜର ହେବାର ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ