Masthead

ଦୟାନଦୀରୁ ନିଖୋଜ ଅବିନାଶଙ୍କ ମୃତଦେହ ଉଦ୍ଧାର

ପିପିଲି (ବଡ଼ ଖବର ବ୍ୟୁରୋ): ଦୀର୍ଘ ୩୬ ଘଣ୍ଟା ପରେ ନିଖୋଜ ଅବିନାଶଙ୍କ ମୃତଦେହ ଉଦ୍ଧାର ହେଲା । ଗତ ଦୁଇଦିନ ପୂର୍ବରୁ ଦୟାନଦୀରେ ଗାଧୋଉଥିବା ସମୟରେ ପାଣିରେ ବୁଡ଼ିଯାଇ ନିଖୋଜ ହୋଇଥିଲେ । ଭୁବନେଶ୍ୱର ପାତ୍ରପଡାରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ଦୀର୍ଘ ୩୬ଘଣ୍ଟା ପରେ ନଦୀ ଭିତରୁ ଉଦ୍ଧାର କଲେ ସ୍ଥାନୀୟ ଲୋକ ।

ନିଖୋଜ ଥିବା ସ୍ଥାନର ୬ଶହ ମିଟର ଦୂର କଣ୍ଟି ପଞ୍ଚାୟତର ଲେମ୍ବୁଆ ପଡା ମୌଜାରୁ ମୃତ ଦେହକୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଲୋକ।ଆଜି ଭୋର ୫ଟାରେ ଖୋଜାଖୋଜି କରୁଥିବା ସମୟରେ ଅବିନାଶଙ୍କ ମୃତଦେହକୁ ଦେଖିଥିଲେ ଲୋକେ। ପରେ ତାଙ୍କ ପରିବାର ଲୋକ ଓ ପୋଲିସକୁ ଜଣାଇବା ସହ ମୃତଦେହକୁ ନଦୀ କୂଳକୁ ଆଣିଥିଲେ। ମୃତଦେହ ମିଳିଥିବା ସ୍ଥାନଟି ଡେଲାଙ୍ଗ ଥାନା ଅଧୀନରେ ଆସୁଥିବାରୁ ଘଟଣାସ୍ଥଳରେ ଡେଲାଙ୍ଗ ଥାନା ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା