Masthead

ଘୋଷଣା ହେଲା ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ଚଳଚ୍ଚିତ୍ର, ଟେଲି ପୁରସ୍କାର ଘୋଷଣା । ଘୋଷଣା କରିଛନ୍ତି ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ଶ୍ରେଷ୍ଠ ଟେଲି ଫିଲ୍ମ ହୋଇଛି ‘କାଳିଆ କରୁଛି ଲୀଳା’ । ପୁରସ୍କୃତ ହେବ ଟେଲି ସିରିୟଲ ‘ସରଗମ୍’ ।

ଶ୍ରେଷ୍ଠ ନିର୍ଦ୍ଦେଶକ ପାଇଁ ମୋହନ ସୁନ୍ଦରଦେବ ଗୋସ୍ୱାମୀ ପୁରସ୍କାର ପାଇବେ ନୀଳମାଧବ ପଣ୍ଡା । ଘନଶ୍ୟାମ ମହାପାତ୍ର ପାଇବେ ଜୟଦେବ ପୁରସ୍କାର । ‘କାଲିର ଅତୀତ’ ଶ୍ରେଷ୍ଠ ଚଳଚ୍ଚିତ୍ର । ‘ଖୁସି’ପାଇଁ ସରୋଜ ପରିଡ଼ା ଶ୍ରେଷ୍ଠ ଅଭିନେତା । ‘ଖୁସି’ଚଳଚ୍ଚିତ୍ର ପାଇଁ ଉଭୟ ମନୋନୀତ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ