Masthead

ପୋଲିସ-ମାଓବାଦୀ ଗୁଳି ବିନିମୟରେ ଦୁର୍ଦାନ୍ତ ମାଓବାଦୀ ନିହତ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ଼ ସୀମାନ୍ତ ଦାନ୍ତେୱାଡାରେ ପୋଲିସ-ମାଓବାଦୀ ଗୁଳି ବିନିମୟରେ ଦୁର୍ଦାନ୍ତ ମାଓବାଦୀ ନିହତ । ନିହତ ହୋଇଥିବା ମାଓବାଦୀ  ଜଣକ  ଇନ୍ଦ୍ରାବତୀ ମାଓ ସଂଗଠନର  ରାମସୁ  ବୋଲି ଜଣାପଡିଛି । ଛିନ୍ଦନାର ଓ ପହୁରନାର ଜଙ୍ଗଲ ଭିତରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ଦନ୍ତେୱାଡା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ଦେଇଥିଲା ।

ଶୁକ୍ରବାର ସେଠାରେ ଡିଆରଜି ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଜୋରଦାର କରାଯାଇଥିଲା । ରାତିରେ ଉଭୟ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା । ଏହାପରେ ନକ୍ସଲ ମାନେ ଘଟଣାସ୍ଥଳରୁ ପଳାଇଥିଲେ। ପରେ ଯବାନ ମାନେ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ କରି ଜଣେ ମାଓବାଦୀଙ୍କ ମୃତଦେହ ଠାବ କରାଯାଇଛି । ଏହାସହିତ ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ  ହୋଇଛି। ଏନେଇ ସୂଚନା ଦେଇଛନ୍ତି ଦାନ୍ତେୱାଡା ଏସ୍‌ପି ଅଭିଷେକ ପଲ୍ଲଭ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି