Masthead

ଡିଆରଡିଓ ତଥ୍ୟ ଲିଙ୍କ ଘଟଣାରେ ନୂଆ ଟ୍ୱିଷ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଡିଆରଡିଓରୁ ଗୁପ୍ତ ତଥ୍ୟ ଲିକ୍ ଘଟଣାରେ ନୂଆ ଟ୍ୱିଷ୍ଟ ଦେଖିବାକୁ ମିଳିଛି । ତେବେ ଏହି ମାମଲାରେ ଆଉ ଜଣେ ମହିଳାଙ୍କ ଲିଙ୍କ ଥିବାର ସୂଚନା ମିଳିଛି । ଏହି ମାମଲାର ଚେର ମୁମ୍ବାଇ ପର୍ଯ୍ୟନ୍ତ ବ୍ୟାପିିଥିବାର କଥା ସାମ୍ନାକୁ ଆସିଛି ।

ଅନ୍ୟ ମହିଳା ଜଣଙ୍କ ଅଭିଯୁକ୍ତକୁ ଟଙ୍କା ପଠାଇବାକୁ କହିଥିଲେ । ସେପଟେ ୨ଟି ଆକାଉଣ୍ଟକୁ ପଠାଇଥିଲେ ୪୦ ହଜାର ଟଙ୍କା । ମୁମ୍ବାଇରେ ଟଙ୍କା ଡିପୋଜିଟ ହୋଇଥିଲା । ଅନ୍ୟପଟେ ତଦନ୍ତ ପାଇଁ ମୁମ୍ବାଇ ଯିବ କ୍ରାଇମବ୍ରାଞ୍ଚ ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ