Masthead

ସର୍ବଦଳୀୟ ବୈଠକରେ ଆସିଲା ୪ଟି ପ୍ରସ୍ତାବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଜୋରଦାର । ସର୍ବଦଳୀୟ ବୈଠକରେ ଆସିଲା ୪ଟି ପ୍ରସ୍ତାବ । ସେପଟେ ମଦମୁକ୍ତ ନିର୍ବାଚନ ପାଇଁ ଆସିଲା ପ୍ରସ୍ତାବ । ୭ ଦିନ ପୂର୍ବରୁ ମଦ ବନ୍ଦ ପାଇଁ ପ୍ରସ୍ତାବ ଆସିଥିବାର ଦେଖିବାକୁ ମିଳିଛି ।

କେବଳ ଏତିକି ନୁହେଁ ତୃଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପ୍ରସ୍ତାବ, ଭୋଟଦାନ ଅବଧି ୨ ଘଣ୍ଟା ବୃଦ୍ଧି ନେଇ ପ୍ରସ୍ତାବ, ସରପଞ୍ଚ, ସମିତି ସଭ୍ୟଙ୍କ ଖର୍ଚ୍ଚ ବୃଦ୍ଧି ପ୍ରସ୍ତାବ, ୮୦ ହଜାରରୁ ୨ ଲକ୍ଷକୁ ବୃଦ୍ଧି ଦାବି ଉଠିଲା, ଜିଲ୍ଲା ପରିଷଦ ସଭ୍ୟଙ୍କ ଖର୍ଚ୍ଚ ବୃଦ୍ଧି ପ୍ରସ୍ତାବ ସେହିପରି ୨ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି ଦାବି ଉଠିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା