Masthead

ଧାରଣାରେ ବସିଲେ ଛାତ୍ରଛାତ୍ରୀ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଗଂଗାଧର ମେହେର ବିଶ୍ବ ବିଶ୍ବାଳୟ ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା । ରି ଆଡମିସନ ଫି ବୃଦ୍ଧି ସହ ବିଶ୍ବ ବିଦ୍ୟାଳୟର ଅନେକ ସମସ୍ୟା ନେଇ ଛାତ୍ରଛାତ୍ରୀମାନେ ଧାରଣାରେ ବସିଛନ୍ତି । ସେପଟେ ବିଶ୍ବ ବିଦ୍ୟାଳୟର ସମସ୍ତ କ୍ଲାସ ବନ୍ଦ ରହିଛି । ତେବେ ବିଶ୍ବ ବିଦ୍ୟାଳୟ କତୃପକ୍ଷ ବର୍ଧିତ ଫି’ରେ ପରିବର୍ତ୍ତନ ନକରିବା ପର୍ଯ୍ୟନ୍ତ ଧାରଣାରୁ ଉଠିବେ ନାହିଁ ବୋଲି ଛାତ୍ରଛାତ୍ରୀମାନେ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼