Masthead

ମମିତାକୁ ନ୍ୟାୟ ଦାବିରେ ଯୁବ କଂଗ୍ରେସର ଅହୋରାତ୍ର ଗଣଧାରଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଥମୁନି ମମିତା ମେହେର ହତ୍ୟା ମାମଲା । ରାଜଭବନ ସମ୍ମୁଖରେ ଯୁବ କଂଗ୍ରେସର ଅହୋରାତ୍ର ଗଣଧାରଣା ଦେଇଛି। ହତ୍ୟାର ନିରପେକ୍ଷ ତଦନ୍ତ ଦାବିରେ ଶନିବାରରୁ ରାଜଭବନ ଆଗରେ ଅହୋରାତ୍ର ଗଣଧାରଣା ଦେଇଛି ଯୁବ କଂଗ୍ରେସ । ରାଜ୍ୟ ଯୁବ କଂଗ୍ରେସ ସଭାପତି ଙ୍କ ନେତୃତ୍ବରେ ବହୁ ବରିଷ୍ଠ କଂଗ୍ରେସ ନେତାଙ୍କ ସମେତ ଶତାଧିକ ଯୁବ କଂଗ୍ରେସ କର୍ମୀ ଅହୋରାତ୍ର ଗଣଧାରଣା ଦେଇଛନ୍ତି ।

ମମିତା’ ହତ୍ୟା ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଓ ଗିରଫ ଦାବିରେରେ ଅହୋରାତ୍ର ଧାରଣା ଦେଇଛନ୍ତି। ୮ ତାରିଖରେ ରାଜଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହ ସ୍ମାରକପତ୍ର ସମସ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ଦିଆଯିବ । କୌଣସି କାର୍ଯ୍ୟାନୁଷ୍ଠାନ ନିଆନଗଲେ ୯ ତାରିଖରେ ଯନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବେ । ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଆନ୍ଦୋଳନ ପାଇଁ ଯୁବ କଂଗ୍ରେସ ଦିଲ୍ଲୀ ଚଲୋ ଡାକରା ଦେବ । ୧୦ରେ ରାଷ୍ଟ୍ରପତିଙ୍କୁ ବି ଦାବିପତ୍ର ଦେବ ବୋଲି କଂଗ୍ରେସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼