କୂଅରୁ ବାହାରିଲା ୧୫ ଫୁଟିଆ ଅହିରାଜ

ମୟୂରଭଞ୍ଜ(ବଡ଼ ଖବର ବ୍ୟୁରୋ):  କୂଅରୁ ବାହାରିଲା ୧୫ ଫୁଟିଆ ଅହିରାଜ। ଶିମିଳିପାଳ ଥିବା ଡୁକୁରା ରେଞ୍ଜ ଅଧୀନ ନୂଆଗାଁ ଠାରେ ଏକ ପରିତ୍ୟକ୍ତ କୂଅରୁ ପ୍ରାୟ ୧୫ ଫୁଟ୍ ଲମ୍ବର ଏକ ବିରାଟ ଅହିରାଜ ସାପ ଉଦ୍ଧାର କରାଯାଇଛି। କୂଅରୁ ଗର୍ଜନ ଶୁଭିବା ପରେ ସ୍ଥାନୀୟ ଲୋକେ ସାପଟିକୁ ଠାବ କରିବା ସହ ବନବିଭାଗକୁ ଫୋନ୍ କରିଥିଲେ। ଡୁକୁରା ରେଞ୍ଜରୁ ସ୍ନେକ୍ ହେଲ୍ପଲାଇନ୍ ସଦସ୍ୟ କୃଷ୍ଣଚନ୍ଦ୍ର ଗୋଛୟତଙ୍କୁ ଡକା ଯାଇଥିଲା। କୃଷ୍ଣଚନ୍ଦ୍ର ଘଟଣାସ୍ଥଳରେ ପହଞ୍ଚି ଅହିରାଜଟିକୁ କୂଅରୁ ଉଦ୍ଧାର କରି ଶିମିଳିପାଳ ଘଞ୍ଚ ଜଙ୍ଗଲରେ ଛାଡ଼ି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ