Masthead

କଳାହାଣ୍ଡିରେ ପୋଲିସ-ମାଓବାଦୀ ଗୁଳି ବିନିମୟ

କଳାହାଣ୍ଡି(ବଡ଼ ଖବର ): ପୋଲିସ-ମାଓବାଦୀ ଗୁଳି ବିନିମୟ। କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଶଗଡ଼ା ଜଙ୍ଗଲରେ ଆଜି ସକାଳୁ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ମାଓବାଦୀମାନେ କଳାହାଣ୍ଡି ଜିଲ୍ଲାରେ  ସ୍ଥିତି ଜାହିର ରଖିଥିବା ଥିବା ଏଥିରୁ ସ୍ପଷ୍ଟ ହୋଇଛି । କଳାହାଣ୍ଡି ପୋଲିସ ଏସଓଜି ଏବଂ ଡିଭିଏଫ ପକ୍ଷରୁ ଆଜି କୁମ୍ବିଂ ଅପରେସନ କରୁଥିବା ବେଳେ ପୋଲିସ ମାଓବାଦୀ ଫାୟରିଂ ହୋଇଥିବା ଜଣା ପଡ଼ିଛି । ତେବେ ପୋଲିସର ପାଲଟା ଆକ୍ରମଣରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ଜଙ୍ଗଲ ମଧ୍ୟକୁ ଚାଲି ଯାଇଛନ୍ତି ।

ଏହି ଗୁଳି ବିନିମୟରେ କାହାର କିଛି କ୍ଷତି ହୋଇ ନ ଥିବା ବେଳେ ଏନେଇ ପୋଲିସ ପକ୍ଷରୁ ପ୍ରତିକ୍ରିୟା ମିଳି ପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ