ଅଭିଯୋଗ କଲେ କେହି ଶୁଣୁନାହାନ୍ତି

କାକଟପୁର (ବଡ଼ ଖବର ବ୍ୟୁରୋ): ସାଧାରଣତଃ ମନ୍ତ୍ରୀଙ୍କୁ ଅଭିଯୋଗ କଲେ ସମସ୍ୟାର ସମାଧାନ ହୋଇଥାଏ । ମାତ୍ର କାକଟପୁରରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି । ମରଣଜନ୍ତା ପାଲଟିଛି କାକଟପୁର-ବଇତକୁଦ ରାସ୍ତା । ୨୦୧୮ରେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ କାକଟପୁର-କୁଣ୍ଡେଇ ଭାୟା ବୋଇତକୁଦ ରାସ୍ତାକାମ ଆରମ୍ଭ ହୋଇଥିଲା । ଧାର୍ଯ୍ୟ ସମୟର ବର୍ଷେ ବିତିକାବୁ ବସିଲାଣି, ଏଯାଏଁ ସରୁନି କାମ । ବିଭିନ୍ନ ସ୍ଥାନରେ ଜବରଦଖଲ ଉଚ୍ଛେଦ କରାଯାଇ ନାହିଁ । ରାସ୍ତାର ୧୦୦ ମିଟର ଖାଲଖମାରେ ପରିପୂର୍ଣ୍ଣ । ଅସରାଏ ବର୍ଷା ହେଲେ ରାସ୍ତାରେ ପାଣିଜମି ରହୁଛି । ଯାତାୟତ ଠପହୋଇ ଯାଉଛି । ଏନେଇ ସ୍ଥାନୀୟ ବିଧାୟକ ତଥା କ୍ରୀଡାମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବିଭାଗୀୟ ଅଧିକାରୀଙ୍କ ନିକଟରେ ବାରମ୍ବାର ଅଭିଯୋଗ ପରେ ମଧ୍ୟ ସୁଫଳ ମିଳୁନାହିଁ ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ