Masthead

ମୋଦି–ମମତାଙ୍କୁ ଚିଠି ଲେଖି ଚର୍ଚ୍ଚାରେ ବଙ୍ଗଳା ଅଭିନେତା

କୋଲକାତା(ବଡ଼ ଖବର ବ୍ୟୁରୋ): ବଙ୍ଗଳା ଅଭିନେତା ପ୍ରସନ୍ନଜିତ ଚାଟାର୍ଜୀ ପୁଣିଥରେ ଲାଇମଲାଇଟକୁ ଆସିଛନ୍ତି । ଏଥର ନିଜର ଅଭିନୟକୁ ନେଇ ନୁହେଁ ବରଂ ପ୍ରଧାନମନ୍ତ୍ରୀ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖି ଚର୍ଚ୍ଚାରେ ରହିଛନ୍ତି । ତେବେ ନଭେମ୍ବର ୩ ତାରିଖରେ ସ୍ୱିଗିରେ ଖାଦ୍ୟ ଅର୍ଡର କରିଥିଲେ । କିଛି ସମୟରେ ଖାଦ୍ୟ ଡେଲିଭର କରି ଦିଆଯାଉଥିବା ସୂଚନା ଆସିଥିଲା । କିନ୍ତୁ ତାଙ୍କ ପାଖରେ ଖାଦ୍ୟ ପହଞ୍ଚି ନଥିଲା । ଏନେଇ ସେ ସ୍ୱିଗିରେ ଅଭିଯୋଗ କରିଥିଲେ ।

ଏହା ପରେ ସ୍ୱିଗି ପ୍ରିପେଡ ଯୋଗେ ପାଇଥିôବା ଅର୍ଥ ତାଙ୍କୁ ଫେରାଇ ଦେଇଥିଲା । ତାଙ୍କ ଭଳି ଅନ୍ୟମାନେ ବି ଏଭଳି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ତେଣୁ ସେ ଏହି ପ୍ରସଙ୍ଗକୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିଆକର୍ଷଣ କରିବାକୁ ଚାହିଁଛନ୍ତି ବୋଲି ପ୍ରସନ୍ନଜିତ ଲେଖିଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ବର୍ତ୍ତମାନ ଏହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା