Masthead

ବ୍ରହ୍ମଗିରି ନାଥପୁରରେ ବୋମାମାଡ଼

(ବଡ଼ ଖବର ବ୍ୟୁରୋ)  ବ୍ରହ୍ମଗିରି ସାତପଡା ଅଞ୍ଚଳରେ ଥିବା ନାଥପୁର ନିକଟରେ ବୋମାମାଡ଼ ହୋଇଛି । ନିର୍ଦିଷ୍ଟ ଗୋଷ୍ଠୀର ଲୋକଙ୍କ ଦ୍ୱାରା ୨୦ରୁ ଉର୍ଦ୍ଧ ବୋମାମାଡ଼ କରାଯାଇଥିବା ସୂଚନା ମିଳିଛି । ଜମି ଜବରଦଖଲକୁ ନେଇ ବୋମାମାଡ଼ ହୋଇଥିବା ଜଣାପଡିଛି । ୩୫ ମୌଜାର ଜମିକୁ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଜବରଦଖଲ କରିଥିବା ଅଭିଯୋଗ ହୋଇଛି ।

ଆଜି ୩୫ ମୌଜାର ଲୋକେ ଏ ନେଇ ଏକ ବୈଠକ କରିଥିଲେ । କିନ୍ତୁ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ ଉକ୍ତ ବୈଠକକୁ ଆସି ନଥିଲେ । ଏହାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଦେଖା ଦେଇଥିଲା । ତେବେ ଘଟଣା ସ୍ଥଳରେ ପୁରୀ  ଏସପି, ଏସଡିପିଓ, ବ୍ରହ୍ମଗିରି IIC ଓ ଅତିରିକ୍ତ ତହସିଲଦାର ପହଞ୍ଚି ତନାଘନା ଚଲାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼