Masthead

ଯବାନଙ୍କ ଗୁଳିରେ ୩ ସାଥୀ ଯବାନଙ୍କ ମୃତ୍ୟୁ, ୪ ଗୁରୁତର

ମାଲକାନଗିରି(ବଡ଼ ଖବର ବ୍ୟୁରୋ ): ଜଣେ ସିଆରପିଏଫ ଯବାନଙ୍କ ଗୁଳିରେ ତିନି ଜଣ ସାଥୀ ଯବାନଙ୍କ ଜୀବନ ଯିବା ସହ ଚାରି ଜଣ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ। ଜିଲ୍ଲାର ଲିଙ୍ଗନପାଲି ଥାନା ଅନ୍ତର୍ଗତ ମରଇଗୁଡା ସିଆରପିଏଫ କ୍ୟାମ୍ପରେ ଆଜି ସକାଳେ ଫୁଟିଛି ଗୁଳି। ଜଣେ ସିଆରପିଏଫ୍‌ ଯବାନ ହଠାତ୍‌ ନିଜ ବନ୍ଧୁକରୁ ସାଥୀ ଯବାନଙ୍କୁ ଗୁଳିଚାଳନା କରିଥିଲେ । ଏଥିରେ ତିନି ଜଣ ସାଥୀ ଯବାନଙ୍କର ମୃତ୍ୟୁ ହୋଇଛି ତା ସହ ଚାରି ଜଣ ଜବାନ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି।ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା ଜଣାପଡିଛି ।

ତେବେ ଯବାନ ଜଣକ କାହିଁକି ନିଜ ବନ୍ଧୁକରୁ ଏପରି ଗୁଳି ଚାଳନା କରିଛନ୍ତି ।  ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ । ସୁକୁମା ଏସପି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା