Masthead

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ଜୋରଦାର ବିରୋଧ

(ବଡ଼ ଖବର ବ୍ୟୁରୋ)  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଆଜି କଳାହାଣ୍ଡି ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି । ସେ ଭବାନୀପାଟଣାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗ ଦେବେ । ତେବେ ଏହାକୁ ବିରୋଧ କରିଛି ବିଜେପି । ମମିତା ମେହେର ହତ୍ୟା କାଣ୍ଡ ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର କରିବା ତଥା ଘଟଣାର ସିବିଆଇ ତଦନ୍ତ କରାଇ ମମିତାଙ୍କୁ ନ୍ୟାୟ ଦାବିରେ ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ବିରୋଧ କରାଯାଉଛି ।

ଭବାନୀପାଟଣା ଏମଏସଏ ଛକରେ ବିଜେପି କର୍ମୀ କଳାପତାକା ପ୍ରଦର୍ଶନ କରିଥିଲେ । ଏହା ସହ ଦଳୀୟ କର୍ମୀ ‘ନବୀନ ଗୋ ବ୍ୟାକ’ ନାରା ମଧ୍ୟ ଦେଇଥିଲେ । ସେପେଟେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ବିରୋଧ କରି ବିଜେପି ପକ୍ଷରୁ ଭୁବନେଶ୍ୱରରେ ବିଶାଳ ଶୋଭାଯାତ୍ରାର ଆୟୋଜନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ