Masthead

୯୪ ବର୍ଷରେ ଆଡଭାନୀ

(ବଡ଼ ଖବର ବ୍ୟୁରୋ)  ଆଜି ହେଉଛି ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଏଲକେ ଆଡଭାନୀଙ୍କ ଜନ୍ମଦିନ । ସେ ଆଜି ୯୪ ବର୍ଷରେ ପାଦ ରଖିଛନ୍ତି । ଏହି ଅବସରରେ ଚାରିଆଡି ଶୁଭେଚ୍ଛାର ସୁଅ ଛୁଟୁଛି । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ତାଙ୍କ ଘରକୁ ଯାଇ ତାଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି ।

ଏହା ସହ କେକ୍ କାଟି ମଧ୍ୟ ଜନ୍ମଦିନ ପାଳନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବରୁ ଟ୍ୱିଟ କରି ଏଲକେ ଆଡଭାନୀଙ୍କୁ ତାଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ । ମୋଦି ତାଙ୍କ ଟ୍ୱିଟରେ ଆଡଭାନୀଙ୍କ ଦୀର୍ଘ ଓ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ, ଲୋକମାନଙ୍କୁ ସଶକ୍ତିକରଣ ତଥା ଆମର ସାଂସ୍କୃତିକ ଗୌରବକୁ ବଢ଼ାଇବା ଦିଗରେ ତାଙ୍କର ଅନେକ ଉଦ୍ୟମ ରହିଛି । ଏଥିପାଇଁ ଦେଶ ତାଙ୍କ ପାଖେ ସର୍ବଦା ଋଣି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି