Masthead

ମନ୍ତ୍ରୀଙ୍କୁ କଳାପତାକା ପ୍ରଦର୍ଶନ ଓ ଅଣ୍ଡାମାଡ଼

କେସିଙ୍ଗା(ବଡ଼ ଖବର ବ୍ୟୁରୋ): କେସିଙ୍ଗାରେ ମନ୍ତ୍ରୀ ଅରୁଣ ସାହୁଙ୍କୁ କଳା ପତାକା ପ୍ରଦର୍ଶନ ଓ ଅଣ୍ଡା ମାଡ଼। ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ କରିବା ପାଇଁ ଆସିଥିବା ମନ୍ତ୍ରୀ ଅରୁଣ ସାହୁଙ୍କୁ କେସିଙ୍ଗା ବିଜେପି ଓ କଂଗ୍ରେସ କର୍ମୀ ମାନେ ଅଣ୍ଡା ମାଡ଼ କରିବା ସହିତ କଳାପତାକା ପ୍ରଦର୍ଶନ କରିଛନ୍ତି ।

ମନ୍ତ୍ରୀ ଅତି ଚତୁରତାର ସହିତ ଲୋକଙ୍କୁ ଭୁଆଁ ବୁଲେଇବା ପାଇଁ ନିଜ ଗାଡ଼ି ରେ ନ ଆସି ସ୍ଥାନୀୟ ବି ଡି ଓ ଙ୍କ ଗାଡ଼ିରେ ଆସିଥିଲେ ସୁଦ୍ଧା ବିଜେପି କର୍ମୀ ଓ କଂଗ୍ରେସ କର୍ମୀଙ୍କ ଆକ୍ରୋଶର ଶିକାର ହୋଇଥିଲେ । କର୍ମୀଙ୍କ ଆକ୍ରୋଶକୁ ବିରୋଧ କରିବା ପାଇଁ ସ୍ଥାନୀୟ ବିଜେଡି କର୍ମୀ ମାନେ ମଧ୍ୟ ନବୀନ ପଟ୍ଟନାୟକ ଜିନ୍ଦାବାଦର ନାରା ଦେଉ ଥିବା ଦେଖିବାକୁ ମିଳିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା