Masthead

ଟିଏମସି ନେତାଙ୍କ ଉପରେ ବୋମାମାଡ଼

ବୋମା ଲଗାଇ ଉଡ଼ାଇଦେଲେ ଦୁବୃତ୍ତ । ଜଣେ ମୃତ, ୨ ଗୁରୁତର

ପଶ୍ଚିମବଙ୍ଗ(ବଡ଼ ଖବର ବ୍ୟୁରୋ): ଟିଏମସି ନେତାଙ୍କ ଉପରେ ବୋମାମାଡ଼ । ବୋମା ଲଗାଇ ଉଡ଼ାଇଦେଲେ ଦୁବୃତ୍ତ । ଜଣେ ମୃତ, ୨ ଗୁରୁତର । ଏଭଳି ଘଟଣା ସାମ୍ନାକୁ ଆସିଛି ପଶ୍ଚିମବଙ୍ଗର ବୀରଭୂମିରୁ। ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ ଟିଏମ୍‌ସି ନେତା ନ୍ୟୁଟନ୍‌ ଶେଖ ବୋଲି ଜଣାପଡିଛି। ସେହିପରି ଲାଲୁ ଶେଖ ଓ ଅନ୍ୟ ଜଣେ ଗୁରୁତର ଅଛନ୍ତି।
ପୁଲିସ ସୂଚନା ଅନୁସାରେ, କେଉଁ କାରଣରୁ ଏହି ବୋମାମାଡ଼ ହୋଇଛି ବର୍ତ୍ତମାନ ସୁଦ୍ଧା କୌଣସି କାରଣ ସାମ୍ନାକୁ ଆସିନାହିଁ। ତେବେ ପ୍ରାଣ ହରାଇଥିବା ଟିଏମସି ନେତା ନ୍ୟୁଟନ୍ ଶେଖଙ୍କ ସମ୍ପର୍କୀୟମାନେ ଏହି ଘଟଣାକୁ ପ୍ରତିଶୋଧର କାର୍ୟ୍ୟ ବୋଲି କହିଛନ୍ତି। ତାଙ୍କ ପୁତୁରା ଫିରାଜୁଲ ଇସଲାମ ପୁଲିସକୁ କହିଛନ୍ତି ଯେ ତାଙ୍କ ଦାଦାଙ୍କୁ ରାଜନୈତିକ ଶତ୍ରୁତା ଯୋଗୁଁ ହତ୍ୟା କରାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ