Masthead

ପରଭେଜ ମୁଶାରଫଙ୍କ ପରଲୋକ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଥିଲେ ପରଭେଜ ମୁଶରଫ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ପରଭେଜ ମୁଶରଫଙ୍କ ପରଲୋକ । ମୁଶରଫ ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ। ସେ ଦୁବାଇର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ୩ ସପ୍ତାହ ଧରି ସେ ଡାକ୍ତରଖାନାରେ ଆଡମିଟ ହୋଇଥିବାବେଳେ ତାଙ୍କ ଶରୀରର ଅଙ୍ଗଗୁଡିକ ଅକାମି ହେଇଯାଇଥିଲା ।
ସୂଚନା ଥାଉକି ପରଭେଜ ମୁଶରଫ ପାକିସ୍ତାନୀ ଜେନେରାଲ ଏବଂ ରାଜନେତା ଥିଲେ । ସେ ପାକିସ୍ତାନର ଦଶମ ରାଷ୍ଟ୍ରପତି ଭାବରେ କାର୍ଯ୍ୟ କରିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି