Masthead

ବ୍ରହ୍ମପୁରରୁ ଫେରିଲା କ୍ରାଇମବ୍ରାଞ୍ଚ ଟିମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁରରୁ ଫେରିଲା କ୍ରାଇମବ୍ରାଞ୍ଚ ଟିମ୍। ଗୋପାଳଙ୍କ ପରିବାର ଲୋକଙ୍କ ସହ ପଡୋଶୀଙ୍କୁପଚରାଉଚରା କରିଛି ଟିମ୍ । କିଛି ଗୁରୁତ୍ୱପୁର୍ଣ୍ଣ ତଥ୍ୟ ହାସଲ କରିଥିବା କହିଛନ୍ତି କ୍ରାଇମବ୍ରାଞ୍ଚ ଡିଏସପି ଶିଶିର ମିଶ୍ର । ଆବଶ୍ୟକ ପଡ଼ିଲେ ପୁଣି ବ୍ରହ୍ମପୁର ଯାଇ ପଚରାଉଚରା କରିବ ବୋଲି ସେ କହିଛନ୍ତି ।ସୂଚନା ଅନୁସାରେ ଗୋପାଳ ଦାସଙ୍କ ପରିବାରକୁ ପଚରାଉଚୁରା କରିବାକୁ କ୍ରାଇମବ୍ରାଞ୍ଚ ଟିମ୍ ବ୍ରହ୍ମପୁର ଯାଇଥିଲେ । ସେଠାରେ ୫ ଦିନଧରି ତଦନ୍ତ କରିଥିଲେ । ସେଠାରେ ଗୋପାଳଙ୍କ ପରିବାର ସଦସ୍ୟଙ୍କୁ ବିଭିନ୍ନ ପ୍ରଶ୍ନ ପଚରାଥିଲା । ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟଗୁଡିକୁ ମଧ୍ୟ ଯାଞ୍ଚ କରାଯାଇଛି । ତେବେ ଯାଞ୍ଚ ଓ ପଚରାଉଚୁରା ସମୟରେ କ’ଣ ତଥ୍ୟ ମିଳିଛି ସେନେଇ କିଛି କୁହାଯାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ