Masthead

କରୋନା କଟକଣାକୁ ଫୁ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): କରୋନା କଟକଣାକୁ ଫୁ କଲେ ଶତାଧିକ ଲୋକ । କରଞ୍ଜିଆ ଥାନା ପୁରୁଣାପାଣି ଗାଁର ଗନ୍ଧାହୁଣି ନିକଟରେ ଚାଲିଥିଲା ଫୁଟବଲ ଟୁର୍ଣ୍ଣାମେଣ୍ଟ । ୪ହଜାରରୁ ୫ ହଜାର ଦର୍ଶକ ମିଳିତ ହୋଇ ଖେଳ ଦେଖୁଥିଲେ । ଅଧିକାଂଶ ଲୋକ ବିନାମାସ୍କରେ ମଧ୍ୟ ବସିଥିବା ଦେଖିବାକୁ ମିଳିଥିଲା । ସାମାଜିକ ଦୂରତାକୁ ଯେମିତି ଭୁଲିଯାଇଥିଲେ ଲୋକେ । ପୋଲିସ ସେଠାରେ ଉପସ୍ଥିତ ଥିଲେ ସୁଦ୍ଧା କୌଣସି ପଦକ୍ଷେପ ନେଇନଥିଲା । ଦୋକାନ ଆଗରେ ଭିଡ ଜମାଇଲେ ବେପାରୀଙ୍କୁ ଗଣିବାକୁ ପଡୁଛି ତଣ୍ଡ । ନିରୀହ ଚା ଦୋକାନୀଙ୍କଠାରୁ ଆରମ୍ଭ କରି ପରିବା ବେପାରୀ କେହି ବି ବାଦ ପଡୁନାହାନ୍ତି । କିନ୍ତୁ ଏଠାରେ ଏତେ ସଂଖ୍ୟାରେ ଲୋକ ଖେଳ ଦେଖୁଥିଲେ ସୁଦ୍ଧା ପୋଲିସର ନିଘାନାହି । ଯାହାକୁ ନେଇ ସାଧାରଣ ଲୋକଙ୍କ ମନରେ ଉଠିଛି ଅନେକ ପ୍ରଶ୍ନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା