Masthead

ତୁର୍କୀରେ ଭୟଙ୍କର ଭୂମିକମ୍ପ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତୁର୍କୀରେ ଭୟଙ୍କର ଭୂମିକମ୍ପ । ଅନେକ କୋଠାବାଡ଼ି ଧ୍ୱଂସ । ୨ ଥର ଭୂମିକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛୀ । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୮ଥିବାବେଳେ ୧୫ ମିନିଟ ପରେ ଆଉ ଏକ କମ୍ପନ ଅନୁଭୂତ ହୋଇଥିଲା । ତାହାର ତୀବ୍ରତା ରିକ୍ଟର ସ୍କେଲରେ ୬.୭ ଥିବା ୟୁଏସଜିଏସ ସୂଚନା ଦେଇଛି । ସୋମାବାର ସକାଳୁ ଦକ୍ଷିଣ ତୁର୍କୀରେ ଭୂମିକମ୍ପ ହୋଇଛି । ‘ୟୁଏସ୍‌ଜିଏସ୍‌’ ତଥ୍ୟା ଅନୁସାରେ, ଗାଜିଆନତେପ୍‌ ପ୍ରଦେଶର ନୁର୍ଦାଗି ନଗରୀର ପୂର୍ବକୁ ୨୬ କିଲୋମିଟର୍‌ ଦୂରରେ ଭୂଗର୍ଭର ୧୭.୯ କି.ମି. ଅଭ୍ୟନ୍ତରରେ ପ୍ରଥମ ଭୂମିକମ୍ପ ହୋଇଥିଲା। ଏହାର କିଛି ସମୟ ପରେ କେନ୍ଦ୍ରୀୟ ତୁର୍କୀରେ ଭୂଗର୍ଭର ୯.୯ କିଲୋମିଟର୍‌ ଅଭ୍ୟନ୍ତରରେ ଦ୍ବିତୀୟ ଭୂମିକମ୍ପ ହୋଇଥିଲା।ଏହି ଭୂମିକମ୍ପ ଅନେକ କୋଠାବାଡ଼ି ଧ୍ବଂସ ହୋଇଯିବା ସହିତ ବହୁ ଲୋକ ମୃତାହତ ହୋଇଥିବା ଆଶଙ୍କା କରାଯାଉଥିଲେ ସୁଦ୍ଧା ସରକାରୀ ଭାବେ କୌହଣସି ସୂଚନା ମିଳିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ