Masthead

‘ୱାଲ୍ଡ ସାଇଟ୍ ଡେ’ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ‘ୱାଲ୍ଡ ସାଇଟ୍ ଡେ’। ପ୍ରତିବର୍ଷ ଅକ୍ଟୋବର ମାସ ଦ୍ୱିତୀୟ ଗୁରୁବାରକୁ ଏହି ଦିବସ ଭାବରେ ପାଳନା କରାଯାଏ । ବିଶ୍ୱବ୍ୟାପୀ ଦୃଷ୍ଟିହୀନତା ଓ ଦୃଷ୍ଟିଶକ୍ତି ଦୁର୍ବଳତା ଉପରେ ଧ୍ୟାନଦେବା ଆଜିର ଦିନ ଉଦ୍ଦିଷ୍ଟ ।

ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ ଭାବେ ଚକ୍ଷୁ ଚିକିତ୍ସା ପାଇଁ ‘ସୁନେତ୍ର’ ଯୋଜନା ଆରମ୍ଭ କରିଛି । ସମସ୍ତ ବର୍ଗର ଲୋକଙ୍କୁ ଚକ୍ଷୁ ଚିକିତ୍ସା ଯୋଗାଇ ଦିଆଯଉଛି । ଲୋକମାନଙ୍କୁ ଦୃଷ୍ଟିଶକ୍ତି ସମ୍ବନ୍ଧୀୟ ସମସ୍ୟାରୁ ରକ୍ଷା କରିବା ପାଇଁ ଓଡି଼ଶା ବହୁ କାର୍ଯ୍ୟକ୍ରମ ହାତକୁ ନେଇଛି ।

‘ୱାଲ୍ଡ ସାଇଟ୍ ଡେ’ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଓଡ଼ିଶାରେ କେହି ଯେପରି ଦୃଷ୍ଟିବାଧିତ ନହେବେ ସେଥିପାଇଁ ରାଜ୍ୟ ସରକାର ସଚେତନ ଅଛନ୍ତି । ଏଭଳି ମହତ କାର୍ଯ୍ୟକ୍ରମ ସର୍ବଭାରତୀୟ ସ୍ତରରେ ଓଡ଼ିଶା ପ୍ରଥମେ ଆରମ୍ଭ କରିଛି । ଅନ୍ଧତ୍ୱ ଦୂର କରିବାରେ ରାଜ୍ୟ ସରକାର ଗ୍ରହଣ କରିବା ପଦକ୍ଷେପର ଫାଇଦା ସମସ୍ତ ଓଡିଶାବାସୀ ଉଠାଇବା ସହ ରାଜ୍ୟରେ ଗୁଣାତ୍ମକ ଚକ୍ଷୁଯତ୍ନ ପ୍ରକ୍ରିୟକୁ ସେ ସୁନିଶ୍ଚିତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ