Masthead

ରାଜ୍ୟ ପାଣିପାଗରେ ପରିପର୍ତ୍ତନ

ରାତିରେ ସର୍ବନିମ୍ନ ତାପମାତ୍ର ୩.୫ ଡିଗ୍ରୀ, ଦିନରେ ସର୍ବାଧକ ତାପମାତ୍ରା ୩୫ ଡିଗ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ରାଜ୍ୟ ପାଣିପାଗରେ ପରିପର୍ତ୍ତନ । ଦିନରେ ପ୍ରଚଣ୍ଡ ଖରା ରାତିରେ ପ୍ରବଳ ଥଣ୍ଡା । ସର୍ବନିମ୍ନ ତାପମାତ୍ର ୩.୫ ଡିଗ୍ରୀ, ସର୍ବାଧକ ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ ହୋଇଛି । ଝାରସୁଗୁଡା, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାର ରାତିରେ ପ୍ରବଳ ଶୀତ ହେଉଥିବା ବେଳେ ଦିନରେ ପ୍ରଚଣ୍ଡ ଖରା ଦେଖିବାକୁ ମିଳୁଛି । ତେବେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଫଳରେ ରାଜ୍ୟରେ ଧୀରେ ଧିରେ ଶୀତ କମିବ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ କଟକ ଜିଲ୍ଲାରେ ହାଲୁକା ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ । ୭ ତାରିଖ ଆଡକୁ ଉପକୂଳ ଓଡ଼ିଶାରେ କୁହୁଡିର ମାତ୍ରା ଆହୁରୀ ବଢିବ । ତେବେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୧୫ରୁ ୩୪ ଡିଗ୍ରୀ ମଧ୍ୟରେ ରହିବା ନେଇ ପାଣିପଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି