Masthead

ଆଜିବି ସଂସଦରେ ହଟ୍ଟଗୋଳ

ଆଦାନୀ ଗ୍ରୁପ ମାମଲାରେ ସଂସଦରେ ଝଡ଼, ୨ଟା ଯାଏ ମୁଲତବି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଦାନୀ ଗ୍ରୁପ ମାମଲାରେ ସଂସଦରେ ଝଡ଼ । ଆଦାନୀ ମାମଲାକୁ ବିରୋଧ କରି ଉଭୟ ଗୃହରେ ହଟ୍ଟଗୋଳ । ସଂସଦରେ ବିରୋଧି ହଙ୍ଗାମା କରିବା ସହିତ ଏହି ପ୍ରସଙ୍ଗରେ ସଂସଦୀୟ କମିଟି ଗଠନ କରିବାକୁ ଦାବି କରିଥିଲେ । ସେପଟେ ଶାସକ ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନା କରିବାକୁ ଦାବି କରିଥିଲେ । ହଟ୍ଟଗୋଳ ପରେ ଉଭୟ ଗୃହକୁ ୨ ଟା ପର୍ଯ୍ୟନ୍ତ ମୁଲତବି ରଖାଯାଇଛି । ବିରୋଧୀ ସାଂସଦମାନେ ସଂସଦ ପରିସରରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ମାମଲାର ଜେପିସି କିମ୍ବା ସୁପ୍ରିମକୋର୍ଟଙ୍କ ତଦାରଖ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି