Masthead

ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ବ୍ୟାଙ୍କ

ଭୂବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟର ଓମଫେଡ ଦୁଗ୍ଧଚାଷୀଙ୍କୁ କିଷାନ କ୍ରେଡିଟକାର୍ଡ ମାଧ୍ୟମରେ ୩ଲକ୍ଷ ଟଙ୍କା ପର୍ଯନ୍ତ ବ୍ୟକ୍ତିଗତ ଋଣ ପ୍ରଦାନ ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଖଣ୍ଡାସାହି ଗ୍ରାମର ଦୁଗ୍ଧଚାଷୀ ଧ୍ରୁବ ଚରଣ ପରିଡ଼ାଙ୍କ ଅଭିଯୋଗ ଆଧାରରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତ ଧର୍ମେନ୍ଦ୍ର । କିଷାନ କ୍ରେଡିଟକାର୍ଡରେ ଓମଫେଡ ଦୁଗ୍ଧଚାଷୀଙ୍କୁ ବ୍ୟାଙ୍କୁରୁ ୩ଲକ୍ଷ ପର୍ଯ୍ୟନ୍ତ ଋଣଦେବା ପାଇଁ ବ୍ୟବସ୍ଥା ଥିଲେ ମଧ୍ୟ କୌଣସି ବ୍ୟାଙ୍କ ଋଣ ପ୍ରଦାନ କରିବା ପାଇଁ ଅମଙ୍ଗ ହେଉଛନ୍ତି । ଏଣୁ ବ୍ୟକ୍ତିଗତ ହସ୍ତକ୍ଷେପ କରି ଏହାର ସମାଧାନ କରିବା ପାଇଁ ଚିଠିରେ ନିବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା