Masthead

ଆଦାନୀ ଗ୍ରୁପ ଠକେଇ ମାମଲା, ଏସବିଆଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ):  ଆଦାନୀ ଗ୍ରୁପ ଠକେଇ ମାମଲା । ରାଜରାସ୍ତାରେ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ । ଆଦାନୀ ଗ୍ରୁପର ସେୟାର ପ୍ରତିଦିନ ହ୍ରାସ ପାଉଥିବା ହିଣ୍ଡେନ୍‌ବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଆଦାନି ଗ୍ରୁପ୍‌ର ବିଭିନ୍ନ ସଂସ୍ଥାର ନିବେଶକମାନେ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କା ହରାଇଲେଣି । ଆଦାନି କଂପାନିର ସେୟାରରେ ୫୮ ପ୍ରତିଶତ ହ୍ରାସ ଘଟିଥିବା ନେଇ କଂଗ୍ରେସ କେନ୍ଦ୍ର ସରକାରକୁ ଘେରିଛି ।

ଯାହାକୁ ନେଇ କେନ୍ଦ୍ର ସରକାର ନିରବ ରହୁଥିବା କଂଗ୍ରେସ କହିଛି । ଏଲଆଇସି ର ୧୯କୋଟି ଜମାକାରୀ, ଓ ଏସବିଆଇ ର ୪୫କୋଟି ଜମାକାରୀଂକ ଅର୍ଥ ସୁରକ୍ଷା ଦାବିରେ କଂଗ୍ରେସ ଆଜି ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ଜଗତସିଂହପୁର ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକଙ୍କ ନେତୃତ୍ୱରେ ଏସବିଆଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ